ଅହିରାଜ ସାପ ଉଦ୍ଧାର
ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ନୀଳଗିରି ଏନ୍ଏସି ଅଧିନ ମିରିଗିଣି ଗାଁରୁ ଉଦ୍ଧାର ହୋଇଛି ୧୫ ଫୁଟ୍ ଲମ୍ବର ଅହିରାଜ ସାପ। ସେହି ଗାଁର ବାବୁଲି ବେହେରାଙ୍କ ବାଡ଼ିରେ ଏହି ସାପ ଦେଖିବାକୁ ମିଳିଥିଲା। ସାପକୁ କୌଶଳ କ୍ରମେ ଧରି ବନବିଭାଗକୁ ଖବର ଦେଇଥିଲେ ବାବୁଲି ବେହେରା।
ଆହୁରି ପଢ଼ନ୍ତୁ
ମିରିଗିଣି ଗାଁରେ ବାବୁଲି ବେହେରାଙ୍କ ଘରେ ପହଞ୍ଚି ସାପକୁ ଉଦ୍ଧାର କରିଥିଲେ ବନବିଭାଗ କର୍ତ୍ତୃପକ୍ଷ।