ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ କୋରାପୁଟ ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତିଙ୍କ ଅଚାନକ ଗସ୍ତ

ଜୟପୁର : ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ଗସ୍ତ କରିଛନ୍ତି କୋରାପୁଟ ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତି। ଏହି ସମୟରେ ସେ ମେଡିକାଲରେ ଡାକ୍ତରଙ୍କ ଅନୁପସ୍ଥିତି ନେଇ ଖପ୍ପା ହୋଇଥିଲେ। ଆବଶ୍ୟକ ବ୍ୟବସ୍ଥା ନଥିବାରୁ ଅଧୀକ୍ଷକଙ୍କ ଉପରେ ଜିଲ୍ଳାପାଳ ବର୍ଷିଥିଲେ।

ମେଡିକାଲ ଅଧୀକ୍ଷକଙ୍କୁ ପଚରାଉଚରା ସହ ସ୍ଥିତି ଅନୁଧ୍ୟାନ କରିଥିଲେ ଜିଲ୍ଲାପାଳ। ଜିଲ୍ଲାପାଳଙ୍କ ସହ ଜୟପୁର ଉପଜିଲ୍ଲାପାଳ ଓ ସିଡିଏମ୍ଓ ମଧ୍ୟ ମେଡ଼ିକାଲ ପରିଦର୍ଶନ କରିଥିଲେ।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like