ପଥର ତଳେ ଫସି ରହିଥିବା ୨ ଜେସିବି ଅପରେଟରଙ୍କୁ ଉଦ୍ଧାର ପାଇଁ ପ୍ରୟାସ ଜାରି

ଜୟପୁର: କୋରାପୁଟ ବରିପୁଟରେ ପଥର ତଳେ ଫସି ରହିଥିବା ୨ ଜେସିବି ଅପରେଟରଙ୍କୁ ଉଦ୍ଧାର ପାଇଁ  ପ୍ରୟାସ ଜାରି ରହିଛି।  ଗତକାଲି ସେନାର ଦ୍ୱିତୀୟ ଟିମ୍ ପହଞ୍ଚିବା ପରେ ଏବେ ବ୍ଲାଷ୍ଟିଂ ଜରିଆରେ ଉଦ୍ଧାର ଏବଂ ପଥର ହଟାଇବା କାମ ଆରମ୍ଭ ହୋଇଯାଇଛି।

ପଥର ବ୍ଲାଷ୍ଟିଂ ପୂର୍ବରୁ ସଂପୃକ୍ତ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। କେମିତି ଏହି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରାଯିବ, ସେଥିପାଇଁ ଗତକାଲି ରାଞ୍ଚିରୁ ମଧ୍ୟ ସେନାର ଆଉ ଏକ ଟେକ୍‌ନିକାଲ ଟିମ୍‌ ମଧ୍ୟ ଆସି ପହଞ୍ଚିଥିଲା।

ଏହି ଟିମ୍‌ର ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏବେ ପଥର ବ୍ଲାଷ୍ଟିଂ କରାଯାଉଛି। ଦୀର୍ଘ ୮ଦିନ ହେବ ନିରନ୍ତର ପ୍ରଚେଷ୍ଟା ପରେ ବି ପଥର ତଳେ ଫସି ରହିଥିବା ଦୁଇ ଜେସିବି ଅପରେଟରଙ୍କୁ ଉଦ୍ଧାର କରାଯାଇ ପାରିନି।  ଏମାନେ ମୃତ ନା ଜୀବିତ ତାହା ମଧ୍ୟ ଜଣାପଡ଼ିନି।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like