ଖପ୍ରାଖୋଲ ବ୍ଲକ୍‌ରେ ଚିତାବାଘ ଆତଙ୍କ

ବଲାଙ୍ଗିରି : ଖପ୍ରାଖୋଲ ବ୍ଲକ୍‌ର ବାଘଝରଣ ଗାଁରେ ଚିତାବାଘ ଆତଙ୍କ। କିଛିଦିନ ତଳେ ଗୁହାଳକୁ ପଶି ଗାଈ, ବାଛୁରୀ, ଛେଳି, ମେଣ୍ଢାକୁ ନେଇ ଯାଇଥିବା ବେଳେ ଆଜି ମଧ୍ୟ ଚିତାବାଘ ଆତଙ୍କ ଦେଖିବାକୁ ମିଳିଛି।

ଚିତାବାଘକୁ ଘଉଡାଇବା ପାଇଁ ଲୋକମାନେ ବନ ବିଭାଗ ଓ ପୋଲିସକୁ ଖବର ଦେଇଥିଲେ। ବନବିଭାଗ ପକ୍ଷରୁ ଚିତାବାଘକୁ ଘଉଡାଇ ଦିଆଯାଇଥିଲା। ଲୋକମାନେ ଜଙ୍ଗଲରେ ନିଆଁ ଲଗାଇ ଦେଉଥିବାରୁ ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି ବୋଲି ଖପ୍ରାଖୋଲ ଜଙ୍ଗଲ ଅଧିକାରୀ କହିଛନ୍ତି।

ଦେଖନ୍ତୁ ଏହି ଭିଡ଼ିଓ-

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like