ବର୍ଷା, ବଜ୍ରପାତ ନେଇ ୮ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ବଜ୍ରପାତ ଓ ବର୍ଷା ନେଇ ୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା ଓ ଗଜପତି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ସକାଳ ୮ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

You might also like