ପୁଣି ତେଜିଲା ସମ୍ବଲପୁର ଟୋଲ ଗେଟ୍ ବିବାଦ

ସମ୍ବଲପୁର : ପୁଣି ତେଜିଲା ସମ୍ବଲପୁର ଟୋଲ ଗେଟ୍ ବିବାଦ। ସମ୍ବଲପୁର-ଝାରସୁଗୁଡା ବିଜୁ ଏକ୍ସପ୍ରେସ ୱେରେ ଥିବା ଟୋଲ ଗେଟ୍‌ରେ ସମ୍ବଲପୁର ରେଜିଷ୍ଟ୍ରେସନ୍ ଗାଡିକୁ ଫ୍ରିରେ ଛାଡିବା ପାଇଁ ସମ୍ବଲପୁର ହାଇେୱେ ୟୁଜର ଦାବି କରିଛି।

କିଛି ଦିନ ତଳେ ସେଠାରେ ବହୁ ଗାଡି ମୋଟର ଅନେକ ସମୟ ଧରି ବନ୍ଦ କରାଯାଇଥିଲା। ହେଲେ ପ୍ରଶାସନ ନଶୁଣିବାରୁ ଆସନ୍ତା ୨୬ ତାରିଖରୁ ସେହି ସ୍ଥାନରେ ପୁଣି ଧାରଣା ଦିଆଯିବ ବୋଲି ଚେତାବନୀ ଦିଆଯାଇଛି। ଏଥିସହ ଏ ସମ୍ପର୍କରେ ଅନୁଷ୍ଠିତ ଏକ ବୈଠକରେ ସମସ୍ତ ସମ୍ବଲପୁରବାସୀ ଏକାଠି ହେବା ପାଇଁ ଆହ୍ୱାନ ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

You might also like