ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସାହାଯ୍ୟ ଲୋଡିଲେ NRI ନିରଜ ଚନ୍ଦନ

ଭୁବନେଶ୍ୱର  : ଭୁବନେଶ୍ୱର ଏୟାରପୋର୍ଟ ବାହାରେ ଲୁଟର ଶିକାର ହୋଇଥିବା NRI ନିରଜ ଚନ୍ଦନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହି ଘଟଣାରେ ହସ୍ତକ୍ଷେପ କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଟ୍ୱିଟ୍ କରି  ନିବେଦନ କରିଛନ୍ତି। ପ୍ରଥମ ଥର ପାଇଁ ଜଗନ୍ନାଥ ଦର୍ଶନ କରିବାକୁ ଆସିଥିବା ବେଳେ ଏୟାରପୋର୍ଟ ପ୍ରବେଶ ପଥ ନିକଟରୁ ତାଙ୍କର ପାସପୋର୍ଟ ଚୋରି ହୋଇଥିବା ମୁଖ୍ୟମନ୍ତ୍ରୀଙ୍କୁ ଟ୍ୱିଟ୍ କରି ଜଣାଇଛନ୍ତି।

ସେପଟେ ଲୁଟ୍‌ ଘଟଣାରେ ସେ  ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ମଧ୍ୟ ସହାୟତା ଲୋଡିଛନ୍ତି। ଚୋରି ହୋଇଥିବା ବ୍ୟାଗରେ ଚାରିଜଣ ପରିବାର ସଦସ୍ୟଙ୍କ ପାସପୋର୍ଟ ଓ ଅନ୍ୟ ମୂଲ୍ୟବାନ ସାମଗ୍ରୀ ଥିଲା। ନିରଜ ପରିବାର ସହ ୨୦୦୭ରୁ ଘାନାରେ ରହୁଛନ୍ତି। ୨ ତାରିଖରେ ଭୁବନେଶ୍ୱର ବିମାନ  ବନ୍ଦରରେ ପହଞ୍ଚିବା ପରେ ତାଙ୍କ ବ୍ୟାଗ ଲୁଟ୍‌ ହୋଇଥିଲା।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ଅଭିଯୁକ୍ତ ପୋଲିସ ଅଧିକାରୀ ମଧ୍ୟ ତଦନ୍ତ ପରିସରଭୁକ୍ତ-ସିପି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

You might also like