ଭୁଜାଲିରେ ହାଣି ଔଷଧ ଦୋକାନୀଙ୍କ ଠାରୁ ୫ ଲକ୍ଷ ଟଙ୍କା ଲୁଟ୍

ଜଳେଶ୍ୱର  : ଭୁଜାଲିରେ ହାଣି ଜଣେ ଔଷଧ ଦୋକାନୀଙ୍କଠାରୁ ୫ ଲକ୍ଷ ଟଙ୍କା ଲୁଟି ନେବାର ଅଭିଯୋଗ । ଏଭଳି ଅଭିଯୋଗ ଅାସିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳରୁ  । ଭୋଗରାଇ ଖଳାଗଡ଼ଇ ରାସ୍ତାରେ ଦୋକାନୀ ଜଣକ ଗତକାଲି ବାଇକରେ ଫେରୁଥିବା ବେଳେ ଦୁର୍ବୃତ୍ତମାନେ ଭୁଜାଲିରେ ହାଣି ତାଙ୍କ ଠାରୁ ବାଇକ, ସୁନା ଚେନ ଓ ମୁଦି ଲୁଟିନେଇଛନ୍ତି  ।

ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ନେଇ ସୂଚନା ମିଳିଛି  ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like