ମାତିଲେ ଲୁଟେରା

ପୁରୀ : ଦିନ ଦ୍ୱିପହରେ ବିଚ୍ ରାସ୍ତାରେ ଲୁଟ୍। ପୁରୀ ଟାଉନ ଥାନ ଅନ୍ତର୍ଗତ ମରିଚିକୋଟ ଗଳିରେ ଜଣେ ବ୍ୟକ୍ତିଙ୍କ ହାତରୁ ବିଚ୍ ରାସ୍ତାରେ ଦୁଇ ବାଇକ୍ ଲୁଟେରା ୨ ଲକ୍ଷ ଟଙ୍କା ଲୁଟିନେଇଛନ୍ତି।

ଏହି ଲୁଟ୍‌ର ପୁରା ଦୃଶ୍ୟ କଏଦ ହୋଇଛି ସେଠାରେ ଲାଗିଥିବା ଏକ ସିସିଟିଭି କ୍ୟାମେରାରେ। ଘଟଣା ସମ୍ପର୍କରେ ଖବର ପାଇ ଟାଉନ ଥାନା ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like