ବଢ଼ିଲା ଏଲ୍‌ପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ: ପେଟ୍ରୋଲ ଓ ଡିଜେଲ ଦର ଲଗାତାର ବଢ଼ିବା ପରେ ଏବେ ଏଲ୍‌ପିଜି ସିଲିଣ୍ଡର ବି ମହଙ୍ଗା ହୋଇଛି। ଏଣିକି ଗ୍ରାହକଙ୍କୁ ସବ୍‌ସିଡ଼ି ସିଲିଣ୍ଡର ପିଛା ୨ ଟଙ୍କା ୩୪ ପଇସା ଅଧିକ ଦେବାକୁ ପଡ଼ିବ। ସେହିପରି ଅଣ ସବ୍‌ସିଡ଼ି ସିଲିଣ୍ଡର ପିଛା ୪୮ ଟଙ୍କା ବୃଦ୍ଧି ହୋଇଥିବା ବେଳେ  ନୂଆ ଦର ଆଜିଠୁ ଲାଗୁ ହୋଇଛି।

ନୂଆ ଦର ଅନୁସାରେ ଦିଲ୍ଳୀରେ ଖାଉଟି ସବ୍‌ସିଡ଼ି ସିଲିଣ୍ଡରକୁ ୪୯୩ ଟଙ୍କା ୫୫ ପଇସାରେ କିଣିବେ ଏବଂ ଅଣ ସବ୍‌ସିଡ଼ି ସିଲିଣ୍ଡର ପାଇଁ ୬୯୮ ଟଙ୍କା ୫୦ ପଇସା ଦେବାକୁ ପଡ଼ିବ।

ଗତ କିଛି ଦିନ ଧରି ତୈଳ ଦର ବୃଦ୍ଧିକୁ ନେଇ ଗ୍ରାହକ ପ୍ରବଳ  ଅସନ୍ତୋଷ ଦେଖାଦେଇଥିଲା। ଅନ୍ୟପକ୍ଷରେ ଆଜି ପେଟ୍ରୋଲ ଲିଟର ପିଛା ୭ ପଇସା ଏବଂ ଡିଜେଲ୍ ଲିଟର ପିଛା ୫ ପଇସା କମିଛି।

ଆହୁରି ପଢ଼ନ୍ତୁ

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

You might also like