କେନ୍ଦ୍ର ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ମୁଖ୍ୟମନ୍ତ୍ରୀ ନବୀନଙ୍କ ଚିଠି

ଭୁବନେଶ୍ୱର : ପୋଲାଭରମ ପ୍ରସଙ୍ଗ ନେଇ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଲେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ। ପୋଲାଭରମ ପ୍ରକଳ୍ପକୁ ନେଇ ଚାଲିଥିବା କାମକୁ ତୁରନ୍ତ ବନ୍ଦ କରିବାକୁ ଚିଠି ଲେଖି ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ। ଓଡ଼ିଶାର ସମସ୍ୟା ସମାଧାନ ନହେବା ପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ବନ୍ଦ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି।

ମାମଲା ସୁପ୍ରିମକୋର୍ଟରେ ବିଚାରାଧିନ ଥିବାରୁ କାର୍ଯ୍ୟ ବନ୍ଦ କରିବାକୁ ଦାବି କରିଛନ୍ତି।

ଆହୁରି ପଢ଼ନ୍ତୁ

ପ୍ରକାଶ ପାଇଲା OJEE ପରୀକ୍ଷା ସୂଚୀ

ଇନ୍‌ଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ରାଜଧାନୀରେ ଚାଞ୍ଚଲ୍ୟ: ଲୁଟେରା ଆକ୍ରମଣରେ ସ୍କୁଟିରୁ ଖସି ଯୁବତୀ ଗୁରୁତର

ବିଧାନସଭା ସମ୍ମୁଖରେ ମହିଳାଙ୍କ ବେକରେ ଛୁରୀ ଲଗାଇ ଯୁବକଙ୍କ ହାଇଡ୍ରାମା

ଦିନକରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

୨୪ ଘଣ୍ଟାରେ ଓଡ଼ିଶାରେ ୩,୬୧୫ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୭୧

ଆଜିଠୁ ଖୋଲିଲା ଭିତରକନିକା

ନୂଆ ନିୟମ: ଆଉ ସାଙ୍ଗରେ ଆଣିବାକୁ ପଡ଼ିବନି DL

୬୦ ଟଙ୍କା ପାଇଁ ପାନ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ ବିରୋଧ

କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

You might also like