କଂଗ୍ରେସର ମହାନଦୀ ସୁରକ୍ଷା ଅଭିଯାନ ଆରମ୍ଭ

ସମ୍ବଲପୁର: ବିଜେଡି ପକ୍ଷରୁ ଗତ କିଛି ଦିନ ଧରି ମହାନଦୀ ସୁରକ୍ଷା ଅଭିଯାନ ଚାଲିଥିବା ବେଳେ କଂଗ୍ରେସ ପକ୍ଷରୁ ମଧ୍ୟ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ସମ୍ବଲପୁର ନେଲସନ ମଣ୍ଡେଲା ଛକଠାରେ ମହାନଦୀ ସୁରକ୍ଷା ସମିତି ପକ୍ଷରୁ ସର୍ବଧର୍ମର ପଣ୍ଡିତଙ୍କୁ ନେଇ ଏକ ସର୍ବଦଳୀୟ ସର୍ବଧର୍ମ ସଭା ହେଉଛି। ଝାରସୁଗୁଡ଼ା ବିଧାୟକ ନବ ଦାସ ଏହାର ମଙ୍ଗ ଧରିଛନ୍ତି।

ଆଗାମୀ ଦିନରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମହାନଦୀ ସୁରକ୍ଷା ନେଇ କାର୍ଯ୍ୟକ୍ରମ ହେବ। ମହାନଦୀ ଉପର ମୁଣ୍ଡରେ ଛତିଶଗଡ଼ ଯେଉଁଭଳି ଭାବେ ବ୍ୟାରେଜ ନିର୍ମାଣ କରୁଛି ଏବଂ ମହାନଦୀ ପାଣି ଶୁଖିବାରେ ଲାଗିଛି, ସେନେଇ କଂଗ୍ରେସ ଅଭିଯାନ ଚଳାଇବ ବୋଲି ସୂଚନା ମିଳିଛି।

 

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବାଲେଶ୍ୱର ବିଜେଡିରେ ଗୋଷ୍ଠୀ କନ୍ଦଳ !

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like