ଛୁରୀରେ ନିଜ ତଣ୍ଟି କାଟିଲେ ଯୁବକ

କଟକ : ନିଜ ତଣ୍ଟି ନିଜେ କାଟିଲେ ଯୁବକ। କଟକ କ୍ୟାଣ୍ଟନମେଣ୍ଟ ଥାନା ପଟାପୋଲ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଶ୍ରୀଚଣ୍ଡି ନାମକ ଜଣେ ଯୁବକ ଛୁରୀରେ ନିଜ ତଣ୍ଟି କାଟି ଦେଇଥିବା ଅଭିଯୋଗ ହୋଇଛି।

ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ପାରିବାରିକ କଳହରୁ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like