୪ ଜଣଙ୍କୁ ଉଠାଇ ନେଲେ ମାଓବାଦୀ

ଭବାନୀପାଟଣା : ଭବାନୀପାଟଣାରେ ଗ୍ରାମରକ୍ଷୀ ଓ ୩ ଗ୍ରାମବାସୀଙ୍କୁ ଗାଁରୁ ଉଠାଇନେଲେ ମାଓବାଦୀ। ୪ ଜଣଙ୍କୁ ଲାଖପଦର ଗାଁରୁ ଅପହରଣ କରିଛନ୍ତି ମାଓବାଦୀ। ବିଜେପୁର ଥାନା ତ୍ରିଲୋଚନପୁର ପଞ୍ଚାୟତର ଲାଖପଦର ଗାଁରେ ଘଟିଛି ଏହି ଅପହରଣ। ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି ଏସ୍. ସାଇନି ଏହି ସୂଚନା ଦେଇଛନ୍ତି।

ଅପହୃତଙ୍କ ମଧ୍ୟରେ ଅଛନ୍ତି ଲାଖପଦର ଗାଁର ଗ୍ରାମରକ୍ଷୀ କ୍ଷେତ୍ର ହରିଜନ। ଏଥି ସହିତ ପୂର୍ବତନ ଗ୍ରାମରକ୍ଷୀ ବିଶିକେସନ ନାୟକ ଏବଂ ଅନ୍ୟ ୨ ଗ୍ରାମବାସୀ ବାବୁଲା ନାଏକ ଏବଂ ରାଜୁ ନାଏକଙ୍କୁ ମଧ୍ୟ ମାଓବାଦୀ ଅପହରଣ କରିନେଇଛନ୍ତି। ଏହି ଘଟଣା ପରେ ନିୟମଗିରି ଅଞ୍ଚଳରେ କମ୍ବିଂ ଅପରେସନ ଆରମ୍ଭ କରାଯାଇଛି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like