ଚିତ୍ରକୋଣ୍ଡାରେ ମାଓ ବ୍ୟାନର୍‌

ମାଲକାନଗିରି: ଚିତ୍ରକୋଣ୍ଡାର ତିନିକୋଣିଆ ଛକରେ ମାଓବାଦୀ ବ୍ୟାନର୍ ମାରିଛନ୍ତି। କାର୍ଲ ମାର୍କସଙ୍କ ୨ଶହ ତମ ଜନ୍ମବାର୍ଷିକୀ ଅବସରରେ ଏହି ପୋଷ୍ଟର ମରାଯାଇଛି। କାର୍ଲ ମାର୍କସଙ୍କ ଚିନ୍ତାଧାରା ଅନୁସାରେ ସମସ୍ୟାର ସମାଧାନ ନେଇ ପୋଷ୍ଟରରେ ଉଲ୍ଲେଖ କରିଛନ୍ତି ମାଓବାଦୀ।

ଗତ ୫ ତାରିଖରେ ମାଲକାନଗିରିର ଦୋରାଗୁଡ଼ା, ନୂଆଗୁଡା, ପାପୁଲୁଲୁ ପଞ୍ଚାୟତରେ କାର୍ଲ ମାର୍କସଙ୍କ ଚିନ୍ତାଧାରାକୁ ନେଇ ଏଭଳି ଏକ ପୋଷ୍ଟର ମାରିଥିଲେ ମାଓବାଦୀ। ମାଓ ବ୍ୟାନରକୁ ନେଇ ଚିତ୍ରକୋଣ୍ଡା ବାସିନ୍ଦା ଆତଙ୍କିତ ଅବସ୍ଥାରେ ରହିଛନ୍ତି।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like