ପୁଣି ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍ : ଆଜି ଥିବା ଗଣିତ ପରୀକ୍ଷା ପ୍ରଶ୍ନପତ୍ର ସୋସିଆଲ୍ ମିଡିଆରେ ବୁଲିବା ସୂଚନା

ଢେଙ୍କାନାଳ: ଢେଙ୍କାନାଳରେ ପୁଣି ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ ନେଇ ଚର୍ଚ୍ଚା। ଆଜି ଥିବା ଗଣିତ ପରୀକ୍ଷା ପ୍ରଶ୍ନପତ୍ର ହ୍ୱାଟ୍ସଆପ୍‌ରେ ବୁଲିବା ସୂଚନା ମିଳିଛି।

ପରୀକ୍ଷା ୯ଟା୩୦ରେ ଆରମ୍ଭ ହୋଇଥିଲା। ତେବେ ୯ଟା୫୪ରେ ଭାଇରାଲ୍ ହୋଇଥିବା ଚର୍ଚା ହେଉଛି। ଓଡ଼ାପଡ଼ା ବ୍ଲକର ଏକ ପରୀକ୍ଷା କେନ୍ଦ୍ରରୁ ଭାଇରାଲ୍ ହୋଇଥିବା ସୂଚନା  ମିଳିଛି। ଉଲ୍ଲେଖନୀୟ ଯେ ,ପୂର୍ବରୁ ଓଡ଼ିଆ, ଇଂରାଜୀ ପ୍ରଶ୍ନପତ୍ର ମଧ୍ୟ ଭାଇରାଲ୍ ହୋଇଥିଲା।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like