ମେ’ ୭ରେ ମାଟ୍ରିକ ପରୀକ୍ଷାଫଳ

କଟକ: ମେ’ ୭ ତାରିଖରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବ। ଏହି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଜାହାନଆରା ବେଗମ୍। ୭ ତାରିଖ ସକାଳ ୯ଟାରେ ପରୀକ୍ଷାଫଳ ପ୍ରକାଶ ପାଇବ ଓ ସେହିଦିନ ଅପରାହ୍ନରେ ପରୀକ୍ଷା OMR ସିଟ୍ ମଧ୍ୟ ଦେଖି ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

ଦିନ ୧୨ଟାଠାରୁ ଛାତ୍ରଛାତ୍ରୀ ବୋର୍ଡର ୱେବସାଇଟ୍‌ ମାଧ୍ୟମରେ ପରୀକ୍ଷାଫଳ ଦେଖିପାରିବେ। ଏଥିପାଇଁ www.bseodisha.ac.in ଏବଂ www.bseodisha.nic.in ରେ ଲଗ୍‌ ଇନ୍‌ କରି ପରୀକ୍ଷାଫଳ ଦେଖି ହେବ।

ଏସ୍‌ଏମ୍‌ଏସ୍‌ ଦ୍ୱାରା ମଧ୍ୟ ପରୀକ୍ଷାଫଳ ଜାଣି ହେବ। ଏଥିପାଇଁ OR10 ଲେଖି ସ୍ପେସ୍ ଦେଇ ରୋଲ୍ ନମ୍ବର ଲେଖି-5676750କୁ ପଠାଇବାକୁ ପଡ଼ିବ। ଯଦି କୌଣସି ଆପତ୍ତି  ଓ ଅଭିଯୋଗ ଥାଏ, ତେବେ ତାହା ଜଣାଇବାକୁ ବୋର୍ଡ ପକ୍ଷରୁ ଦୁଇଟି ହେଲ୍‌ପ ଲାଇନ ନମ୍ବର ମଧ୍ୟ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ 0671-2412059 ଓ 2412060କୁ କଲ୍‌ କରି ନିଜର ଅଭିଯୋଗ ରଖିପାରିବେ।

 

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like