ମେଘାଳୟ ଓ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ; ନର୍ଥ ଇଷ୍ଟରେ ସାମ୍ରାଜ୍ୟ ବଢ଼ାଇବାକୁ ବିଜେପିର ସ୍ୱତନ୍ତ୍ର ରଣନୀତି

ନୂଆଦିଲ୍ଲୀ: ମେଘାଳୟ ଓ ନାଗାଲାଣ୍ଡ ଏହି ଦୁଇଟି ରାଜ୍ୟରେ ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ଆଜି ସକାଳ ୭ଟାରୁ ଆରମ୍ଭ ହୋଇଛି। ଭୋଟଗ୍ରହଣ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ।

୬୦ ଆସନ ବିଶିଷ୍ଟ ମେଘାଳୟ ଓ ନାଗାଲାଣ୍ଡରେ ୫୯ଟି ଆସନ ପାଇଁ ମତଦାନ ହେଉଛି।

ଆସାମ, ମଣିପୁର ଓ ଅରୁଣାଚଳ ପ୍ରଦେଶରେ ସରକାର ଗଢିବା ପରେ ବିଜେପି ଏହି ଦୁଇ ରାଜ୍ୟକୁ ବି ଦଖଲ କରିବାକୁ ସ୍ବତନ୍ତ୍ର ରଣନୀତି କରିଛି।

ନାଗାଲାଣ୍ଡରେ ନାସନାଲିଷ୍ଟ ଡେମୋକ୍ରେଟିକ୍ ପ୍ରୋଗ୍ରେସିଭ୍ ପାର୍ଟି (NDPP) ସହ ବିଜେପି ମେଣ୍ଟ କରିଛି। ମାର୍ଚ୍ଚ ୩ ତାରିଖରେ ମେଘାଳୟ ଓ ନାଗାଲାଣ୍ଡ ସହ ତ୍ରିପୁରା ନିର୍ବାଚନର ମଧ୍ୟ ଭୋଟ୍ ଗଣତି ହେବ।

ଆହୁରି ପଢ଼ନ୍ତୁ

ଦେଶରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୧୩ ଦିନରେ ୧୦ ଲକ୍ଷ ସୁସ୍ଥ

ଭାରତର ସାର୍ବଭୌମତ୍ୱ ରକ୍ଷାର ପ୍ରୟାସକୁ ସମର୍ଥନ କଲା ଆମେରିକା

ନଭେମ୍ବର ଶେଷ ଯାଏ ବଢ଼ିଲା ଅନ୍‌ଲକ୍‌ ୫.୦ ଗାଇଡ୍‌ ଲାଇନ କଟକଣା

ଏବେ ଯେକୌଣସି ବ୍ୟକ୍ତି ଜାମ୍ମୁ କାଶ୍ମୀରରେ କିଣି ପାରିବେ ଜାଗା

ବାହା ହେବାକୁ ମନା କରିବାରୁ ଅଭିନେତ୍ରୀଙ୍କୁ ଛୁରାମାଡ଼ କଲେ ଫେସ୍‌ବୁକ ଫ୍ରେଣ୍ଡ

ଲଭ୍‌-ଜିହାଦ୍‌ରୁ ହତ୍ୟା! ସିସିଟିଭିରେ କଏଦ୍‌ ହେଲା ଭିଡିଓ

ଅଓ୍ୱନ୍ତିପୋରାରେ ଏନ୍‌କାଉଣ୍ଟର: ଆତ୍ମସମର୍ପଣ କଲା ଆତଙ୍କୀ

କେନ୍ଦ୍ରମନ୍ତ୍ରୀ ରାମଦାସ ଆଠୱାଲେ କରୋନା ପଜିଟିଭ୍

ହାଥରସ ଘଟଣା: ସୁପ୍ରିମକୋର୍ଟ କହିଲେ ୟୁପିରୁ ବାହାରକୁ ସ୍ଥାନାନ୍ତର ହେବନି ମାମଲା

୨ ଲକ୍ଷରୁ ଅଧିକ ଟଙ୍କାର ପିଆଜ ଚୋରି

ଭାରତ-ଆମେରିକା ଟୁ ପ୍ଲସ ଟୁ ବୈଠକ: BECA ରାଜିନାମା ସ୍ୱାକ୍ଷର କରିବେ ଦୁଇ ଦେଶ

ବିହାର ନିର୍ବାଚନ: ୩୪% ପ୍ରାର୍ଥୀଙ୍କ ନାଁରେ ରହିଛି ଅପରାଧିକ ମାମଲା

You might also like