ଆସୁଛି ମୌସୁମୀ! ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର: ଆସୁଛି ମୌସୁମୀ। ଏହା ପୂର୍ବରୁ ରାଜ୍ୟରେ କିଛି ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ଆଜି ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏଥିପାଇଁ ୧୪ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ୪ଟା ୪୫ ଯାଏଁ ସତର୍କ ପାଇଁ ପରାମର୍ଶ ଦିଆଯାଇଛି। ଏହି ସମୟରେ ଘରୁ ନ ବାହାରିବା ମଧ୍ୟ କୁହାଯାଇଛି।

କାଳବୈଶାଖୀ ପ୍ରଭାବରେ କେନ୍ଦ୍ରାପଡ଼ା, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଗଜପତି, କନ୍ଧମାଳ, ଯାଜପୁର,ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଗଞ୍ଜାମ ଜିଲ୍ଲାରେ ଝଡ଼ତୋଫାନ ହେବ। ସହ ପବନ ମଧ୍ୟ ବୋହିବ।

ଆହୁରି ପଢ଼ନ୍ତୁ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

You might also like