ସେନା ଉପରକୁ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର: ପୁଣି ଥରେ ସେନା ଉପରକୁ ଆତଙ୍କବାଦୀ ଆକ୍ରମଣ। ଜାମ୍ମୁ ଓ କାଶ୍ମୀର ପୁଲୱାମାରେ CRPF ବାଟାଲିୟନ୍‌ର ଯବାନଙ୍କ ଉପରକୁ ଗ୍ରେନେଡ଼ ଓ ଗୁଳିମାଡ଼ କରିଛନ୍ତି ଆତଙ୍କବାଦୀ।

ଯବାନ ମାନେ ଏକ ବଙ୍କର ଗାଡ଼ିରେ ସର୍ଚ୍ଚ ଅପରେସନ୍‌ରେ ଯାଉଥିବାବେଳେ ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଆକ୍ରମଣରେ ଦୁଇ ଯବାନ ଆହତ ହୋଇଥିବା ବେଳେ ଜଣେ ସାଧାଣ ଲୋକ ଆହତ ହୋଇଛନ୍ତି। ଘଟଣା ପରେ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଛି। ପୁଲୱାମାର ବିଭିନ୍ନ ପ୍ରବେଶ ପଥକୁ ସିଲ୍ କରି ଦିଆଯାଇଛି। ସର୍ଚ୍ଚ ଅପରେସନ୍ ବେଳେ ସୁରକ୍ଷାକର୍ମୀମାନେ ତିନୋଟି ବ୍ୟାଗ୍‌ରେ IED ଜବତ କରିଛନ୍ତି।

 

 

 

ଆହୁରି ପଢ଼ନ୍ତୁ

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

କୃଷି ବିଲ୍‌ ବିରୋଧରେ ଚାଷୀଙ୍କ ‘ଭାରତ ବନ୍ଦ’ ଡାକରା ଆଜି

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

You might also like