ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର: ସୀମାରେ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ତଥା ଆତଙ୍କବାଦୀଙ୍କ ଆଶ୍ରୟ ସ୍ଥଳ ପାଲଟିଥିବା ପାକିସ୍ତାନକୁ ଭାରତୀୟ ସୁରକ୍ଷାକର୍ମୀ ଆଜି ଏକ କଡ଼ା ଜବାବ ଦେଇଛି।

ଜାମ୍ମୁ ଓ କାଶ୍ମୀରର ବାନ୍ଦିପୋରା ଜିଲ୍ଲା ଅନ୍ତର୍ଗତ ହାଜିନ୍ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛି।

ଆତଙ୍କବାଦୀଙ୍କ ଉପସ୍ଥିତି ସୂଚନା ପାଇବା ପରେ ସୁରକ୍ଷାକର୍ମୀ ଶାକୁରଦିନ୍ ଗାଁରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ନିହତ ହୋଇଥିବା ଆତଙ୍କବାଦୀ ଲସ୍କର-ଇ-ତୋଇବା (ଏଲଇଟି)ର ବୋଲି ମନେ କରାଯାଉଛି।

ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀମାନେ ଗୁଳି ଚଳାଇବାରୁ ସୁରକ୍ଷାକର୍ମୀ ପାଲଟା ଗୁଳି ଚଳାଇଥିଲେ।

ସୂଚନାଥାଉ କି, ଗତ ୨ ଦିନ ପୂର୍ବରୁ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ଏଲଇଟି ଆତଙ୍କବାଦୀ ନିହତ ହୋଇଥିଲା।

 

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like