ବିବାହ ଭାର ନେଇ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୨ ମୃତ

ନୟାଗଡ଼: ବିବାହ ପରେ କନ୍ୟା ଘରକୁ ଭାର ନେଇ ଯାଉଥିବା ମିନି ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ମିନି ଟ୍ରକଟି ନୟାଗଡ଼ ଜିଲ୍ଲା ବାଣିଗୋଛା ଥାନା ନୂଆଗାଁ ଟୁକେଇନାଳ ବ୍ରିଜ ତଳକୁ ଖସି ପଡ଼ିଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ  ୩୦ରୁ ଅଧିକ ଆହତ ହୋଇଛନ୍ତି। ମିନିଟ୍ରକଟି ଗେଣ୍ଡାଳି ଗାଁରୁ  ନୂଆଗାଁ ପଞ୍ଚାୟତ ଶିଖରପୁର ଗାଁକୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ଟ୍ରକରେ ପ୍ରାୟ ୪୦ ଜଣ ଲୋକ ଥିଲେ।  ସେମାନଙ୍କ ମଧ୍ୟରୁ ଜଣେ ପୁରୁଷ ଓ ଜଣେ ମହିଳା ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।  ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

 

ଆହୁରି ପଢ଼ନ୍ତୁ

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

You might also like