ପୁଣି ନାବାଳିକା ଦୁଷ୍କର୍ମ ଅଭିଯୋଗ

ବାଲେଶ୍ୱର  : ପୁଣି ନାବାଳିକା ଦୁଷ୍କର୍ମ ଅଭିଯୋଗ। ବାଲେଶ୍ୱର ଜିଲ୍ଲା ସୋର ଥାନା ଅନନ୍ତପୁର ପଂଚାୟତର ଚିତ୍ତଳ ଗାଁରେ ଘଟିଛି ଏ ଘଟଣା। ନବମ ଶ୍ରେଣୀ ଛାତ୍ରୀଙ୍କୁ ସେହି ଗାଁର ଜଣେ ଯୁବକ ଦୁର୍ଷ୍କମ କରିଥିବା ନେଇ ଥାନାରେ  ଅଭିଯୋଗ ହୋଇଛି।

ସୂଚନା ଅନୁସାରେ ନାବାଳିକା ଜଣକ ଅଜା ଘରେ ରହି ପାଠ ପଢ଼ୁଥିବା ବେଳେ ଗାଁର ପ୍ରକାଶ ଜେନା ନାମକ ଜଣେ ବ୍ୟକ୍ତି ଫୋନ କରି ଡାକିଥିଲା। ଏହାପରେ ସେ ନାବାଳିକାକୁ ଦୁଷ୍କର୍ମ କରିଥିବା ପୀଡିତାଙ୍କ ମା ସୋର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତ ପ୍ରକାଶ ଜେନାକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ। ବିବାହିତ ପ୍ରକାଶ ଠାରୁ କିଛି ଦିନ ହେଲା ପତ୍ନୀ ଅଲଗା ରହୁଥିଲେ।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like