ହୋଲି ଖେଳ ବେଳେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ରାଉରକେଲା: ହୋଲି ଖେଳ ବେଳେ ଯୁବତୀଙ୍କ ପ୍ରତି ଅସଦାଚରଣ ଅଭିଯୋଗ ହୋଇଛି। ଏଇ ଘଟଣାକୁ ନେଇ ରାଉରକେଲା  ବୀରମିତ୍ରପୁର ଥାନା ସମ୍ମୁଖରେ ଗଣ୍ଡଗୋଳ ସୃଷ୍ଟି ହୋଇଛି।

ହୋଲି ଖେଳ ବେଳେ ହଳଦୀ ଦଫେଇର ଜଣେ ଯୁବତୀଙ୍କ ପ୍ରତି ଅସଦାଚରଣ ସହ ତାଙ୍କ ପୋଷାକ ଚିରିଦେଇଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଗାଁ ଲୋକେ ବୀରମିତ୍ରପୁର ଥାନା ରେ ଏତଲା ଦେବାକୁ ଆସିଥିଲେ।

ତେବେ ଏହି ସମୟରେ ଅପରପକ୍ଷ ଲୋକେ ମଧ୍ୟ  ଥାନାକୁ ଆସିଥିଲେ। ଉଭୟ ପକ୍ଷ ମଧ୍ୟରେ ବଚସା ଓ ପରେ ଗଣ୍ଡଗୋଳ  ହୋଇଥିଲା। ପରିସ୍ଥିତି ଅଣାୟତ୍ତ ହେବାରୁ ପୋଲିସକୁ ଲାଠିଚାର୍ଜ କରିବାକୁ ପଡିଥିଲା। ଏହାର ପ୍ରତିବାଦରେ ଲୋକେ ୧୪୩ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like