ରାତିକ ଭିତରେ ୪ ଏଟିଏମ୍‌ରୁ ଲୁଟ୍‌

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରରେ ଗତକାଲି ରାତିରେ  ୪ଟି ଏଟିଏମ୍‌ରୁ ଲୁଟ୍‌ ହୋଇଛି। ସହରର ତୁଳସୀ ଚଉରା ସ୍ଥିତ ଏକ୍ସିସ୍‌ ବ୍ୟାଙ୍କ୍ ଏଟିଏମ୍‌, ଷ୍ଟେସନ ବଜାରର ବ୍ୟାଙ୍କ ଅଫ୍ ଇଣ୍ଡିଆ, ପାଲବଣିରେ ଥିବା ୟୁନାଇଟେଡ୍‌ ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆ ଓ ଅସ୍ତିଆ ସ୍ଥିତ ୟୁନାଇଟେଡ୍‌ ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆ ବ୍ୟାଙ୍କ୍ ଏଟିଏମ୍‌ରୁ ଲୁଟ୍‌ ହୋଇଛି।

ଲୁଟେରେମାନେ ଏଟିଏମ୍‌ ମେସିନ୍‌ ଗୁଡ଼ିକୁ  ଗ୍ୟାସ୍‌ କଟର୍‌ରେ କାଟି ଦେଇଛନ୍ତି। ସହରର ଆଉ ୨ଟି ଏଟିଏମ୍‌ରୁ ବି ଲୁଟ୍‌ ଉଦ୍ୟମ ହୋଇଥିଲା।

ପ୍ରାୟ ୧୫ ଲକ୍ଷରୁ ଅଧିକ ଟଙ୍କା ଲୁଟ୍‌ ହୋଇଥିବା କୁହାଯାଉଛି। ତେବେ ପ୍ରକୃତରେ କେତେ ଟଙ୍କା ଲୁଟ୍ ହୋଇଛି ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ପୁଲିସ୍‌ କହିଛି। ପୁଲିସ୍‌ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ଯାଇ ତଦନ୍ତ କରିଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like