ରାତି ଅଧରେ ଏଟିଏମ୍‌ ଲୁଟ୍‌, ୧୦ ଲକ୍ଷ ନେଇ ଛୁ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ନିରାକାରପୁରରେ ଏକ ବଡ଼ ଧରଣର ଏଟିଏମ୍ ଲୁଟ୍ ହୋଇଛି। ଗତକାଲି ବିଳମ୍ବିତ ରାତିରେ ନିରାକାରପୁର କଲେଜ ଛକରେ ଥିବା ଏକ୍ସିସ୍ ବ୍ୟାଙ୍କ ATMରୁ ପ୍ରାୟ ୧୦ ଲକ୍ଷ ଟଙ୍କା ଲୁଟ୍ ହୋଇଛି।

ଦୁର୍ବୃତ୍ତମାନେ ଗ୍ୟାସ୍ କଟର୍‌ରେ ଏଟିଏମ୍‌ର ଚାମ୍ବର କାଟି ଟଙ୍କା ନେଇ ଯାଇଛନ୍ତି। ଏହା ସହିତ ATMର ସିସିଟିଭି ଭାଙ୍ଗିବା ସହ ହାର୍ଡ଼ଡିସ୍କ ମଧ୍ୟ ନେଇ ଯାଇଛନ୍ତି।

ଆଜି ସକାଳେ ଏହା ଜଣାପଡ଼ିବା ପରେ ପୋଲିସ ଘଟଣାସ୍ଥଳକୁ ଆସି ତଦନ୍ତ ଚଳାଇଛି। ତେବେ ସମାନ ଢଙ୍ଗରେ ପୁରୀ ଜିଲ୍ଲା କଣାସ ଥାନା ଜଙ୍କିଆ ଗଡ଼ ସାହିରେ ମଧ୍ୟ ଏକ ଏଟିଏମ୍‌ରୁ ଲୁଟ୍ ହୋଇଛି। ତେଣୁ ସନ୍ଦେହ କରାଯାଉଛି ଗୋଟିଏ ଗ୍ୟାଙ୍ଗ୍ ଏହି କଳା କାରନାମା କରିଛନ୍ତି। ତେବେ ଏହି ଦିଗକୁ ନେଇ ମଧ୍ୟ ପୋଲିସ ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

ଉପନିର୍ବାଚନ ପାଇଁ ସରକାରଙ୍କ ତତ୍ପରତା; ଭୋଟର୍‌ଙ୍କୁ ଟାଣିବାକୁ ପ୍ରତିଶ୍ରୁତି ପର୍ବ ଆରମ୍ଭ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

ବିରୋଧୀଙ୍କ ବିରୋଧ ସତ୍ତ୍ୱେ ଓଡ଼ିଶା ସଂକ୍ରାମକ ରୋଗ ସଂଶୋଧନ ବିଲ୍ ପାରିତ

ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଅନୁସୂଚିତ ଜାତିଙ୍କ ଜମି ହଡ଼ପ ଅଭିଯୋଗ ଆଣିଲେ ପ୍ରଦୀପ ମାଝୀ

ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ବିରୋଧରେ ABVP ଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱରର ଏହି ସ୍ଥାନରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

You might also like