ଏବେବି RSP ବର୍ଜ୍ୟବସ୍ତୁ ନାଳ ଭିତରେ ଫସି ରହିଛନ୍ତି ୪ଜଣ

ରାଉରକେଲା: ରାଉରକେଲା ଇସ୍ପାତ କାରଖାନାର ବର୍ଜ୍ୟବସ୍ତୁ ନାଳ ଭିତରେ ଏବେବି ୪ଜଣ ପାଇପ୍ ଭିତରେ ଫସି ରହିଛନ୍ତି। ସେମାନଙ୍କ ସନ୍ଧାନ ପାଇଁ ଓଡ୍ରାଫ୍, ଅଗ୍ନିଶମ ବାହିନୀ, ଓଡ଼ିଶା ପୋଲିସ, CISF ଓ ରାଉରକେଲା ଷ୍ଟିଲ ପ୍ଲାଣ୍ଟର ଟେକ୍‌ନିକାଲ ଟିମ୍  ଉଦ୍ୟମ ଜାରି ରଖିଛି।

ଆଉ ୪ଟି ଶବ ବାହାର କରିବା ପାଇଁ ଆଜି ମଧ୍ୟ ଆର୍‌ଏସ୍‌ପି କର୍ତ୍ତୃପକ୍ଷ ତାଙ୍କର ଟେକ୍‌ନିକାଲ ଷ୍ଟାଫ୍ ମାନଙ୍କ ସହିତ କାମ ଜାରି ରଖିଛନ୍ତି। ଡ୍ରେନକୁ ବ୍ଳାଷ୍ଟିଙ୍ଗ କିମ୍ବା ଅନ୍ୟ ଯନ୍ତ୍ର ଦ୍ୱାରା କାଟି ସଫା କରିବା ପରେ ହିଁ ଶବ ବାହାରିବାର ସମ୍ଭାବନା ରହିଛି।

୫ ଜଣଙ୍କ ମଧ୍ୟରୁ ଶନିବାର ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।  ସେପଟେ ଘଟଣା ନେଇ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଚୌଧୁରୀ ସିଂହ ଏବଂ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ ପ୍ରତିକ୍ରିୟା ରଖିଛନ୍ତି।  ନିଖୋଜ ବ୍ୟକ୍ତିଙ୍କୁ ଖୋଜିବା ପାଇଁ ଦରକାର ପଡିଲେ ସେନାର ସହାୟତା ଲୋଡାଯିବ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like