ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଟାର୍ଗେଟ୍

ଭୁବନେଶ୍ୱର : ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ନେଇ ପୁଣି ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ। ସତକଥା କଣ, ତାକୁ ଜଗନ୍ନାଥ ପ୍ରେମୀଙ୍କ ସାମ୍ନାକୁ ମୁଖ୍ୟମନ୍ତ୍ରୀଙ୍କୁ ଆଣିବାକୁ ପଡ଼ିବ ବୋଲି କହିଛନ୍ତି ଧର୍ମେନ୍ଦ୍ର।

ଚାବି ହଜିବା ନେଇ ରାଜ୍ୟପାଳ ଉଦବେଗ ପ୍ରକାଶ କରିବା ସହ ସୁପ୍ରିମକୋର୍ଟ ମଧ୍ୟ ତାଗିଦ କଲେଣି। ଏତେ ସବୁ ପରେ ବି ମୁଖ୍ୟମନ୍ତ୍ରୀ କାହିଁକି ପାଟି ଖୋଲୁ ନାହାନ୍ତି ବୋଲି ସେ ପ୍ରଶ୍ନ ଉଠାଇଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like