ରତ୍ନଭଣ୍ଡାର ଚାବି ହଜିବା ଘଟଣାର ପ୍ରତିବାଦ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ରାସ୍ତାକୁ ଓହ୍ଲାଇଛି ଶ୍ରୀଜଗନ୍ନାଥ ସେନା। ଆଜି ଶ୍ରୀମନ୍ଦିର ସିଂହଦ୍ୱାର ସାମ୍ନାରେ ଜଗନ୍ନାଥ ସେନା ପକ୍ଷରୁ ବିକ୍ଷୋଭ କରାଯାଇଛି। ଏହି ସଂଗଠନର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ପ୍ରଶ୍ନ କରିଛନ୍ତି, ଚାବି ଯଦି ହଜିଛି, ଏଯାଏ କାହିଁକି ଥାନାରେ ଏତଲା ବି ଦେଇନାହାନ୍ତି ସରକାର।

ପୁରା ଘଟଣାକୁ ହାଲୁକା ଭାବେ ନିଆଯାଉଥିବା ସେ ଅଭିଯୋଗ କରିଛନ୍ତି। ଏହି ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଇସ୍ତଫା ଦାବି କରିଛି ଜଗନ୍ନାଥ ସେନା। ଏହା ସହିତ ପ୍ରିୟଦର୍ଶନ କହିଛନ୍ତି, ଚାବି ହଜିବା ଘଟଣାରେ ଜନସ୍ୱାର୍ଥ ମାମଲା ରୁଜୁ କରାଯିବ। ରତ୍ନ ଭଣ୍ଡାର ଚାବି ହଜିବା ପ୍ରତିବାଦରେ ପୁରୀ ସଚେତନ ନାଗରିକ ମଞ୍ଚ ପକ୍ଷରୁ ମଧ୍ୟ ବିକ୍ଷୋଭ କରାଯାଇଛି।

ଆହୁରି ପଢ଼ନ୍ତୁ

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

You might also like