ଜୁନ୍ ୫ରୁ ୮ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର: ଜୁନ୍ ୫ରୁ ୮ ମଧ୍ୟରେ ଓଡ଼ିଶାକୁ ଛୁଇଁପାରେ ମୌସୁମୀ। ଏହାର ପ୍ରଭାବରେ ଆଜିଠାରୁ ପ୍ରାକ୍ ମୌସୁମୀ ବର୍ଷା ହୋଇପାରେ।  ଏଥିସହ ପବନର ବେଗ ୨୫ରୁ ୩୦ କିଲୋମିଟର ମଧ୍ୟରେ ରହିବ।

ଫଳରେ ଏନେଇ ମତ୍ସଜୀବୀ ମାନଙ୍କୁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଜୁନ ୪ କିମ୍ବା ୫ରେ ରେ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ଏହା ମୌସୁମୀ ବର୍ଷା ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବ।

ସୂଚନାଥାଉ କି, ମେ ୨୯ରେ ମୌସୁମୀ କେରଳ ଛୁଇଁବା ପରଠାରୁ କେରଳ, କର୍ଣ୍ଣାଟକ ଓ ତାମିଲନାଡୁ ବର୍ଷା ଜାରି ରହିଛି।

ଆହୁରି ପଢ଼ନ୍ତୁ

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

You might also like