ଆଜିଠୁ ସକାଳୁଆ ସ୍କୁଲ

ଭୁବନେଶ୍ୱର: ଆଜିଠୁ ସକାଳୁଅ ସ୍କୁଲ ଆରମ୍ଭ ହୋଇଛି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ସ୍କୁଲ ଓ ଗଣଶିକ୍ଷା ବିଭାଗ ସକାଳୁ ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ।

ମାର୍ଚ୍ଚ ମାସ ଅଧାରୁ ହିଁ ପ୍ରବଳ ଗରମ ହୋଇଥିଲା।  କିଛି ଦିନ ଧରି ଲଗାତର ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିଲା।  ତେଣୁ ପ୍ରବଳ ଖରାକୁ ଦୃଷ୍ଟିରେ ରଖି ସକାଳୁ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଥିଲେ।

ଏହା ସହିତ ସ୍କୁଲରେ ପାନୀୟ ଜଳର ବ୍ୟବସ୍ଥା କରିବାକୁ ପ୍ରଧାନ ଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like