ଇସ୍କନ୍ ମନ୍ଦିର ପାଖରେ କାର୍‌ରେ ଲାଗିଲା ନିଆଁ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ସ୍ଥିତ ଇସ୍କନ୍ ମନ୍ଦିର ପାଖରେ ଆଜି ଏକ କାର୍‌ରେ ନିଆଁ ଲାଗିଯାଇଛି। ଖବରପାଇଁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଦମକଳବାହିନୀ ପହଞ୍ଚିବା ବେଳକୁ ଗାଡ଼ିଟି ଅଧାଅଧି ପୋଡ଼ି ଯାଇଥିଲା।  ତେବେ କାର୍‌ରେ କିପରି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇନାହିଁ।

ଦେଖନ୍ତୁ ଏହି ଭିଡ଼ିଓ-

You might also like