MS ଲ’ କଲେଜ ହେବ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ରାଜ୍ୟର ସର୍ବପୂରାତନ ଆଇନ ଶିକ୍ଷାନୁଷ୍ଠାନ ମଧୁସୂଦନ ଆଇନ ମହାବିଦ୍ୟାଳୟ ହେବ ବିଶ୍ୱବିଦ୍ୟାଳୟ। ବିଜେଡିର ଆଇନଜୀବୀ ସାମୁଖ୍ୟ କାର୍ଯ୍ୟକାରିଣୀରେ ଯୋଗ ଦେବା ଅବସରରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ଅବସରରେ ଆଇନଜୀବୀଙ୍କ ବିକାଶ ନେଇ ଆଉ କିଛି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଗାମୀ ବର୍ଷରୁ ଆଇନଜୀବୀ ୱେଲଫେୟାର ଫଣ୍ଡ ୫ କୋଟି ହେବ।  ଆଇନଜୀବୀଙ୍କ ଦକ୍ଷତା ବୃଦ୍ଧି ପାଇଁ ସ୍କିଲ ଡେଭଲପମେଣ୍ଟ ଏକାଡେମୀ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

You might also like