ଜମିଜମା ବିବାଦରୁ ଭାଇକୁ ହତ୍ୟା କଲା ସମ୍ପର୍କୀୟ ଭାଇ

ଅନୁଗୁଳ : ଅନୁଗୁଳ ଥାନା ଅନ୍ତର୍ଗତ ରଜନୀପାଳ ଗାଁରେ ଜମିଜମା ବିବାଦକୁ ନେଇ ହତ୍ୟାକାଣ୍ଡ।  ରଜନୀପାଳ ଗାଁରେ ଦୁଇ ସମ୍ପର୍କୀୟ ଭାଇ ଉତ୍ସବ ବେହେରା ଓ ପଣ୍ଡିତ ବେହେରାଙ୍କ ମଧ୍ୟରେ ଜମିଜମାକୁ ନେଇ ପୂର୍ବରୁ ବିବାଦ ରହିଥିଲା। ଏହାକୁ ନେଇ ଗତକାଲି ଉତ୍ସବ ଓ ପଣ୍ଡିତଙ୍କ ମଧ୍ୟରେ ବଚସା ହୋଇଥିଲା।  ଏଥିରେ ଉତକ୍ଷୀପ୍ତ ହୋଇ ପଣ୍ଡିତ ଓ ତାଙ୍କ ଦୁଇ ପୁଅ ଉତ୍ସବକୁ ଖୁଣ୍ଟରେ ବାନ୍ଧି ମାଡ଼ ମାରିଥିବା ଅଭିଯୋଗ ହୋଇଛି ।

ଗୁରୁତର ଅବସ୍ଥାରେ ଉତ୍ସବଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ଉତ୍ସବଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଥାନାରେ ଏତଲା ପରେ ପୋଲିସ ପଣ୍ଡିତ ଓ ତାର ଦୁଇ ପୁଅକୁ ଗିରଫ କରି ଅଧିକ ତଦନ୍ତ ଟଳାଇଛି।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like