ରଙ୍ଗବତୀ ଗୀତର ସଙ୍ଗୀତ ନିର୍ଦ୍ଦେଶକ ପ୍ରଭୁଦତ୍ତ ପ୍ରଧାନଙ୍କ ପରଲୋକ

ସମ୍ବଲପୁର: ଆଉ ନାହାନ୍ତି ପ୍ରସିଦ୍ଧ ରଙ୍ଗବତୀ ଗୀତର ସଙ୍ଗୀତ ନିର୍ଦ୍ଦେଶକ ପ୍ରଭୁଦତ୍ତ ପ୍ରଧାନ। ୭୫ ବର୍ଷ ବୟସରେ ଆଜି ପ୍ରଭୁଦତ୍ତଙ୍କର ପରଲୋକ ହୋଇଛି।

ସମ୍ବଲପୁର ହସ୍ପିଟାଲ୍ ରୋଡ ବାସଭବନରେ ପ୍ରଭୁଦତ୍ତ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆଜି ଭୋର ୪ଟା ବେଳେ ତାଙ୍କର ବିୟୋଗ ହୋଇଥିବା ନେଇ ପରିବାର ଲୋକେ ସୂଚନା ଦେଇଛନ୍ତି।

୭୦ ଦଶକର ସମ୍ବଲପୁରୀ ଗୀତ ରଙ୍ଗବତୀ ଖାଲି ଓଡ଼ିଶା ନୁହେଁ, ବରଂ ସାରା ଦେଶରେ ବେଶ୍‌ ଲୋକପ୍ରିୟ ଗୀତର ମାନ୍ୟତା ପାଇଛି।  ଜିତେନ୍ଦ୍ରୀୟ ହରିପାଲ୍, କ୍ରିଷ୍ଣା ପଟେଲ କଣ୍ଠଦାନ କରିଥିବା ଏହି କାଳଜୟୀ ଗୀତକୁ ସଙ୍ଗୀତରେ ସଜେଇ ଥିଲେ ପ୍ରଭୁଦତ୍ତ।

ଆହୁରି ପଢ଼ନ୍ତୁ

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

You might also like