ଉତ୍ସବମୁଖର ବିଜେଡି ଶିବିର : ବିଜେପୁରବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଜେପୁର ଉପନିର୍ବାଚନରେ ବିଜେଡି ବାଜିମାତ୍‌ ସାରିଛି। ବିଜେଡି ପ୍ରାର୍ଥୀ  ରୀତା ସାହୁ ୪୧, ୯୩୩ ଭୋଟରେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ହରାଇ ବିଜେପୁର ଗଡ଼ ଜିତିଛନ୍ତି। ରୀତା ସାହୁ ମୋଟ ୧ ଲକ୍ଷ ୨ ହଜାର ୮୭୧ ଭୋଟ ପାଇଛନ୍ତି।  ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ମିଳିଛି ୬୦ ହଜାର ୯୩୮ ଭୋଟ। ସେପଟେ କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁଙ୍କୁ ମିଳିଛି ମାତ୍ର ୧୦ ହଜାର ୨୭୪ ଖଣ୍ଡ ଭୋଟ୍।

ଏହି ଫଳାଫଳକୁ ନେଇ ଉତ୍ସବମୁଖର ହୋଇଛି ବିଜେଡି ଶିବିର। ବିଜେପୁରବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ,ଓଡ଼ିଶାବାସୀ କେବେ ହିଂସାକୁ ସମର୍ଥନ କରନ୍ତି ନାହିଁ। ଏହା ଦଳର ସମସ୍ତ କର୍ମୀମାନଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

You might also like