ସୂର୍ଯ୍ୟ ମନ୍ଦିର ପରିଦର୍ଶନ କଲେ ନେପାଳ ସ୍ଥଳସେନା ମୁଖ୍ୟ

ଭୁବନେଶ୍ୱର : ନେପାଳର ସ୍ଥଳସେନା ମୁଖ୍ୟ ଜେନେରାଲ ରାଜେନ୍ଦ୍ର ଛେତ୍ରୀ। ସପରିବାର ବିଶ୍ୱପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। ଆଜି ସକାଳ ୯ଟା ୨୦ ମିନିଟରେ ସେ ସୂର୍ଯ୍ୟମନ୍ଦିରରେ ପହଞ୍ଚିବା ପରେ ପର୍ଯ୍ୟଟନ ଓ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ସ୍ୱାଗତ କରାଯାଇଥିଲା। ୪୫ ମିନିଟ ଧରି ସେ ସୂର୍ଯ୍ୟମନ୍ଦିର ବୁଲି ଦେଖିଥିଲେ। ସ୍ଥାନୀୟ ଗାଇଡ୍ ତାଙ୍କୁ ସୂର୍ଯ୍ୟମନ୍ଦିରର ଐତିହାସିକ ପୃଷ୍ଠଭୂମି ସଂପର୍କରେ ଅବଗତ କରାଇଥିଲେ। ଜେନେରାଲ ଛେତ୍ରୀଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।

ଆହୁରି ପଢ଼ନ୍ତୁ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

You might also like