ନବଜାତ ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଶିଶୁର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଡାକ୍ତରଙ୍କ ଅବହେଳାରୁ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ।

ଅଭିଯୋଗ ଅନୁଯାୟୀ, ମୟୂରଭଞ୍ଜ ବୈଶିଙ୍ଗା ଯୁଗପୁରର ନରେନ୍ଦ୍ର ନାୟକଙ୍କ ପତ୍ନୀ ଜ୍ୟୋତ୍ସାରାଣୀଙ୍କର ପ୍ରସବ ବେଦନା ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

୪ ଦିନ ତଳେ ଅସ୍ତ୍ରୋପଚାର ପରେ ଏକ ଶିଶୁ ପୁତ୍ର ଜନ୍ମ ଦେଇଥିଲେ। ହେଲେ ଡାକ୍ତରଙ୍କ ଅବହେଳାରୁ ଗତକାଲି ଶିଶୁପୁତ୍ରର ମୃତ୍ଯୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ।  ତେବେ ଏନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନି।

ଆହୁରି ପଢ଼ନ୍ତୁ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

You might also like