ଆସନ୍ତାବର୍ଷରୁ ବଦଳିବ ମାଟ୍ରିକ ପରୀକ୍ଷା ଢାଞ୍ଚା

ଭୁବନେଶ୍ୱର: ଆସନ୍ତାବର୍ଷ ଠାରୁ ବଦଳିବ ମାଟ୍ରିକ ପରୀକ୍ଷା ଢାଞ୍ଚା। ସ୍କୁଲ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ ପ୍ରଦୀପ୍ତ ମହାପାତ୍ର ଏହି ସୂଚନା ଦେଇଚନ୍ତି। ସେ କହିଛନ୍ତି, ଆସନ୍ତାବର୍ଷରୁ ସିବିଏସ୍ଇ ଢାଞ୍ଚାରେ ମାଟ୍ରିକ ପରୀକ୍ଷା ହେବ। ସେଥିରେ ଓଏମ୍ଆର୍ ବ୍ୟବସ୍ଥା ରହିବନି। ଓଏମ୍ଆର୍ ବଦଳରେ ପରୀକ୍ଷାର୍ଥୀ ୧୦ ମାର୍କ ଲେଖାଏଁ ୫ ପ୍ରକାର ପ୍ରଶ୍ନର ଉତ୍ତର ଲେଖିବେ।  ଏବେ ପିଲାମାନେ ଓଏମ୍‌ଆର୍‌ ଢାଞ୍ଚାରେ ୫୦ ମାର୍କ ପରୀକ୍ଷା ଦେଉଛନ୍ତି।

ନୂଆ ଢାଞ୍ଚାକୁ ଚୂଡ଼ାନ୍ତ ରୂପରେଖ ଦେବାକୁ ବୋର୍ଡ ସଭାପତିଙ୍କ ନେତୃତ୍ୱରେ କମିଟି ଗଠନ କରାଯାଇଛି। ଏଥିରେ ଉଚ୍ଚଶିକ୍ଷା ନିର୍ଦ୍ଦେଶକ, ଗଣଶିକ୍ଷା ସଚିବ, ଜଣେ ବା ୨ ଜଣ ଡିଇଓ  ଏବଂ ୩ ଜଣ ଶିକ୍ଷାବିତଙ୍କୁ ନେଇ ୬ରୁ ୭ ଜଣ ସଦସ୍ୟ ରହିବେ। ଏହି କମିଟି ମାସକ ମଧ୍ୟରେ ରିପୋର୍ଟ ଦେବା ପରେ ମାଟ୍ରିକ ପରୀକ୍ଷା ପାଇଁ ନୂଆ ଢାଞ୍ଚାର ରୂପରେଖ ଚୂଡ଼ାନ୍ତ ହେବ ବୋଲି ମହାପାତ୍ର କହିଛନ୍ତି।

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like