ନଳକୂପରେ ନିଆଁ

କେନ୍ଦ୍ରାପଡ଼ା: ନଳକୂପରୁ ବାହାରୁଛି ନିଆଁ। ଏହି ଘଟଣା ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ଏମିତି ଏକ ଘଟଣା କେନ୍ଦ୍ରାପଡ଼ା ଗରଦପୁର କାଳବୁଡ ଅଞ୍ଚଳରେ ଘଟିଛି । ନୂଆ କରି ଖୋଳା ଯାଇଥିବା ଏକ ନଳକୂପର ଖନନ କାମ ସାରି ପୂଜା କରିବାବେଳେ ହଠାତ୍‌ ନିଆଁ ଲାଗିଯାଇଥିଲା।

ଲୋକମାନେ ନିଆଁକୁ ଲିଭାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ନିଆଁ ଆୟତ୍ତକୁ ଆସିନଥିଲା।  ପରେ କୋରୁଆ ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲା।

ତେବେ ନଳକୂପ ମଧ୍ୟରୁ ବାହାରୁଥିବା ପ୍ରାକୃତିକ ଗ୍ୟାସ ପ୍ରଭାବରେ ଏହି ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଅନ୍ୟପକ୍ଷରେ, ନଳକୂପରେ ନିଆଁ ଲାଗିବା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like