ଭୁବନେଶ୍ୱରରେ ନ୍ୟାସନାଲ୍ ଡାଟା ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର : ଭୁବନେଶ୍ୱରରେ ଉଦଘାଟନ ହେଲା ନାସନାଲ୍ ଡାଟା ସେଣ୍ଟର କେନ୍ଦ୍ର। ଇଲେକଟ୍ରୋନିକ୍ସ ଓ ସୂଚନା ବୈଷୟିକୀ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଥଲେ।

ନାସନାଲ୍ ଡାଟା ସେଣ୍ଟର ଦ୍ୱାରା ନାଗରିକଙ୍କୁ ଇ-ହସ୍ପିଟାଲ ସୁବିଧା ମିଳିପାରିବ। ଡିଜିଟାଲ ପ୍ଲାଟଫର୍ମ ଜରିଅାରେ ରୋଗୀ, ହସ୍ପିଟାଲ ଓ ଡାକ୍ତରଙ୍କୁ ସଂଯୋଗ ଓ ପେନ୍‌ସନଧାରୀଙ୍କ ପାଇଁ ବ୍ୟାଙ୍କ ସହିତ ଡିଜିଟାଲ ସଂଯୋଗ ହୋଇପାରିବ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like