ନୂଆଦିଲ୍ଲୀରେ ରାହୁଲ ଗାନ୍ଧିଙ୍କୁ ଭେଟିଲେ ଟିମ୍ ନିରଞ୍ଜନ

ନୂଆଦିଲ୍ଲୀ : ଦିଲ୍ଲୀରେ କଂଗ୍ରେସ ସଭାପତି ରାହୁଲ ଗାନ୍ଧିଙ୍କୁ ଭେଟିଲେ ଟିମ୍ ନିରଞ୍ଜନ। ପିସିସି ପ୍ରଭାରୀ ଜିତେନ୍ଦ୍ର ସିଂହଙ୍କ ନେତୃତ୍ୱରେ ପିସିସି ସଭାପତି ନିରଂଜନ ପଟ୍ଟନାୟକ, ୩ କାର୍ଯ୍ୟକାରୀ ସଭାପତି ଓ ସଂପାଦକ ରାହୁଲ ଗାନ୍ଧିଙ୍କୁ ଭେଟିଛନ୍ତି। ଦଳର ସାଂଗଠାନିକ ସ୍ଥିତିକୁ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି। ଏମାନେ ସମସ୍ତେ ଗତକାଲି ଓଡ଼ିଶାରୁ ଦିଲ୍ଲୀ ଯାଇଥିଲେ।

ଆଲୋଚନା ପରେ ପିସିସିରେ ଆମୂଳଚୂଳ ପରିବର୍ତ୍ତନ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଏମିତିକି ବୈଠକରେ ପିସିସି କର୍ମକର୍ତ୍ତା ତାଲିକାରେ ମୋହର ବାଜିବାର ସମ୍ଭାବନା ରହିଛି। ପୂର୍ବରୁ ଯେଭଳି ଭାବେ ପିସିସି ସଭାପତିଙ୍କ ଠାରୁ ଆରମ୍ଭ କରି ଅନ୍ୟ ପଦାଧିକାରୀଙ୍କ ପରିବର୍ତ୍ତନ ହୋଇଥିଲା, ଠିକ୍ ସେଇ ଢାଞ୍ଚାରେ ବଦଳିପାରେ ୩୩ଟି ସାଂଗଠନିକ ଜିଲାର ରୂପରେଖ।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like