ସର୍ବଭାରତୀୟ ସ୍ତରରେ ଟପ୍ପର ହେଲେ ଓଡ଼ିଆ ଛାତ୍ର

କଟକ: ସେନା ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ଓଡ଼ିଆ ଛାତ୍ରଙ୍କ କୃତୀତ୍ୱ। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ନଗସପୁର ଗାଁର ଦେବାଶିଷ ଷଡ଼ଙ୍ଗୀ ସାରା ଦେଶରେ ସିଡିଏସ୍ ପରୀକ୍ଷାରେ ଟପ୍ପର ହୋଇଛନ୍ତି।

ଏୟାରଫୋର୍ସ ପରୀକ୍ଷାରେ ରାଂକ ୱାନ୍ , ନୌବାହିନୀ ପରୀକ୍ଷାରେ ରାଂକ ୱାନ୍ ଏବଂ ଆର୍ମି ୱିଙ୍ଗ୍ ପରୀକ୍ଷାରେ ଦ୍ୱିତୀୟ ସ୍ଥାନ ରଖି ରାଜ୍ୟ ପାଇଁ ଗର୍ବ ହାସଲ କରିଛନ୍ତି ଦେବାଶିଷ ଷଡ଼ଙ୍ଗୀ। ଦେବାଶିଷଙ୍କ ସଫଳତାରେ ତାଙ୍କ ପରିବାର ଲୋକଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି।

ଆହୁରି ପଢ଼ନ୍ତୁ

ବିଧାନସଭା ସମ୍ମୁଖରେ ମହିଳାଙ୍କ ବେକରେ ଛୁରୀ ଲଗାଇ ଯୁବକଙ୍କ ହାଇଡ୍ରାମା

ଦିନକରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

୨୪ ଘଣ୍ଟାରେ ଓଡ଼ିଶାରେ ୩,୬୧୫ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୭୧

ଆଜିଠୁ ଖୋଲିଲା ଭିତରକନିକା

ନୂଆ ନିୟମ: ଆଉ ସାଙ୍ଗରେ ଆଣିବାକୁ ପଡ଼ିବନି DL

୬୦ ଟଙ୍କା ପାଇଁ ପାନ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ ବିରୋଧ

କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

ଉପନିର୍ବାଚନ ପାଇଁ ସରକାରଙ୍କ ତତ୍ପରତା; ଭୋଟର୍‌ଙ୍କୁ ଟାଣିବାକୁ ପ୍ରତିଶ୍ରୁତି ପର୍ବ ଆରମ୍ଭ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ; ତଦନ୍ତରେ ଶିଥିଳତାକୁ ନେଇ ଅସନ୍ତୋଷ ହାଇକୋର୍ଟ

You might also like