ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ନେଇ ବିଜ୍ଞପ୍ତି ପ୍ରକାଶ

ପୁରୀ  : ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇନ ବିଭାଗ ପକ୍ଷରୁ ୧୦ ଜଣିଆ ସଦସ୍ୟ ତାଲିକା ନେଇ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ସିଦ୍ଧେଶ୍ୱର ମହାପାତ୍ର, ମାଧବ ପୂଜାପଣ୍ଡା, ନୀଳକଣ୍ଠ ମହାପାତ୍ର, ମାଧବଚନ୍ଦ୍ର ମହାପାତ୍ର, ଅନନ୍ତ ତିଆଡ଼ି, ରାମଚନ୍ଦ୍ର ଦାସ ମହାପାତ୍ର, ସଚ୍ଚିଦାନନ୍ଦ ଦାସ ମହାରାଜ, ବିଜୟ ସାହୁ, ରଘୁନାଥ ମହାପାତ୍ର ଏବଂ ମହିମୋହନ ତ୍ରିପାଠୀ ସଦସ୍ୟ ଅଛନ୍ତି। ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ପରିଚାଳନା କମିଟିର ସ୍ଥାୟୀ ସଭାପତି ଅଛନ୍ତି।

ଦେଖନ୍ତୁ ଏହି ଭିଡ଼ିଓ-

You might also like