ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ରହସ୍ୟ ଉନ୍ମୋଚନ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌। ଲକ୍ଷ ଲକ୍ଷ ଭକ୍ତଙ୍କ ଭାବାବେଗ ସହ ଜଡ଼ିତ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ଚାବି ସରକାରୀ ଟ୍ରେଜେରୀରୁ କେମିତି ହଜିଲା ତାହା ଜାଣିବାକୁ ଚାହିଁଛନ୍ତି। ଏଥିସହିତ ଏଭଳି ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିବା ସହ ଶୀଘ୍ର ଏହାର ରହସ୍ୟ ଉନ୍ମୋଚନ କରିବାକୁ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପଳ। ଏହାସହ ରାଜ୍ୟ ସରକାର ଦେଇଥିବା ନ୍ୟାୟିକ ତଦନ୍ତ ନିର୍ଦ୍ଦେଶକୁ ସେ ସ୍ୱାଗତ କରିବା ସହ ସତ ପଦାକୁ ଆସିବ ବୋଲି ଆଶା ପ୍ରକାଶ କରିଛନ୍ତି।

 

ଆହୁରି ପଢ଼ନ୍ତୁ

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

You might also like