ଓଡ଼ିଶା ସ୍କିଲ୍‌ଡ ଦକ୍ଷତା ପ୍ରତିଯୋଗିତା ଉଦଘାଟିତ

ଭୁବନେଶ୍ୱର : ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଛି ସ୍କିଲ୍‌ଡ ଓଡ଼ିଶା ଦକ୍ଷତା ପ୍ରତିଯୋଗିତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଥିଲେ।

ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ରାଜ୍ୟର ୨ ଶହ ଛାତ୍ରଛାତ୍ରୀ ଭାଗ ନେବେ। ୨୫ଟି କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ସ୍କିଲ ଓଡ଼ିଶା କମ୍ପିଟିସନରୁ ଜାତୀୟ ସ୍ତରର ପ୍ରତିଯୋଗିତା ଲାଗି ପ୍ରତିଭା ଚୟନ କରାଯିବ। ଏହି ଅବସରରେ ୫ଟି ସଂସ୍ଥା ସହିତ ବିଭିନ୍ନ ଚୁକ୍ତି ସ୍ୱାକ୍ଷରିତ ହୋଇଛି।

You might also like