ଓଡ଼ିଶା ସ୍କିଲ୍ଡ ଦକ୍ଷତା ପ୍ରତିଯୋଗିତା ଉଦଘାଟିତ
ଭୁବନେଶ୍ୱର : ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଛି ସ୍କିଲ୍ଡ ଓଡ଼ିଶା ଦକ୍ଷତା ପ୍ରତିଯୋଗିତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଥିଲେ।
ଆହୁରି ପଢ଼ନ୍ତୁ
ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ରାଜ୍ୟର ୨ ଶହ ଛାତ୍ରଛାତ୍ରୀ ଭାଗ ନେବେ। ୨୫ଟି କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ସ୍କିଲ ଓଡ଼ିଶା କମ୍ପିଟିସନରୁ ଜାତୀୟ ସ୍ତରର ପ୍ରତିଯୋଗିତା ଲାଗି ପ୍ରତିଭା ଚୟନ କରାଯିବ। ଏହି ଅବସରରେ ୫ଟି ସଂସ୍ଥା ସହିତ ବିଭିନ୍ନ ଚୁକ୍ତି ସ୍ୱାକ୍ଷରିତ ହୋଇଛି।