କର୍ମଜୀବୀ ସାମ୍ବାଦିକଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର: କର୍ମଜୀବୀ ସାମ୍ୱାଦିକଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା। ୨୦୧୮ ଜୁନ୍‌ ପହିଲା ଅର୍ଥାତ୍‌ ଆଜି ଠୁ ଏହାକୁ ଲାଗୁ କରାଯାଇଛି। “ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା”ରେ ସାମ୍ୱାଦିକଙ୍କୁ ସ୍ୱାସ୍ଥ୍ୟ ବୀମା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ପ୍ରଥମ ପର୍ଯ୍ୟାୟରେ ୩୨୩୩ ଜଣ କର୍ମଜୀବୀ ସାମ୍ୱାଦିକଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। କର୍ମଜୀବୀ ସାମ୍ୱାଦିକଙ୍କ ସମେତ ତାଙ୍କ ପରିବାରର ୫ ଜଣ ସଦସ୍ୟ ଏହି ସ୍ୱାସ୍ଥ୍ୟ ବୀମା ଯୋଜନାରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇପାରିବେ।

ସ୍ୱାସ୍ଥ୍ୟ ବୀମା କାର୍ଡ଼ ଗୁଡ଼ିକ ସମ୍ପୃକ୍ତ ସାମ୍ୱାଦିକମାନଙ୍କୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ଜରିଆରେ ବଣ୍ଟନ କରାଯିବ। ହିତାଧିକାରୀମାନେ ସେମାନଙ୍କ ସ୍ୱାସ୍ଥ୍ୟ ବୀମା ଆଇଡିଣ୍ଟିଫିକେସନ୍‌ ନମ୍ୱର ବ୍ୟବହାର କରି ଏହି ସୁବିଧା ପାଇପାରିବେ।

ଆହୁରି ପଢ଼ନ୍ତୁ

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

You might also like