ରାଜ୍ୟସ୍ତରୀୟ ଜନଜାତି କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ

କଟକ: ୩ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ଜନଜାତି କ୍ରୀଡ଼ା ପ୍ରତିଯୋଗିତା କଟକ ଜବାହାରଲାଲ ଇନ୍‌ଡ଼ୋର ଷ୍ଟାଡିୟମରେ ଉଦ୍‌ଯାପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଚାମ୍ପିୟନ୍‌ ଟିମ୍‌କୁ ଟ୍ରଫି ପ୍ରଦାନ କରିଥିଲେ।

୩୦ଟି ଜିଲ୍ଲାରୁ ମୋଟ୍ ୧୮୦୦ ଖେଳାଳି ଏଥିରେ ଅଂଶଗ୍ରହଣ କରିଥିଲେ। ହକି ବାଳକ ବିଭାଗରେ ଖୋର୍ଦ୍ଧା, ଫୁଟବଲ ବାଳକ ବିଭାଗରେ ସମ୍ବଲପୁର, ଭଲିବଲ୍‌ ବାଳିକା ବିଭାଗରେ ମାଲକାନଗିରି ଓ କବାଡ଼ି ବାଳିକା ବିଭାଗରେ କନ୍ଧମାଳ ଚାମ୍ପିୟନ୍‌ ହୋଇଥିଲା।

ଆହୁରି ପଢ଼ନ୍ତୁ

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

You might also like