ତେଲ ଗୋଦାମରେ ଚଢ଼ାଉ

କଟକ : କଟକ ଖାନ୍‌ନଗର ନୂଆସାହିରେ ଏକ ତେଲ ଗୋଦାମରେ ଚଢ଼ାଉ ହୋଇଛି। ତେଲ ଅପମିଶ୍ରଣ ହେଉଥିବା ଖବର ପାଇ ଚଢ଼ାଉ କରିଛି ପୋଲିସ। ଚଢାଉ ବେଳେ ୩୦୦ରୁ ଅଧିକ ଅପମିଶ୍ରିତ ତେଲ ଟିଣ ଜବତ ହୋଇଛି।

ଏଥିସହ ବିଭିନ୍ନ ବ୍ରାଣ୍ଡର ଜରି ଓ ଅନ୍ୟାନ୍ୟ ଯନ୍ତ୍ରାଂଶ ଜବତ ହୋଇଛି। ପୋଲିସ ଏହି ଘଟଣାରେ ୨ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।

You might also like